ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ବିଜୁ ଜନତା ଦଳର ରୌପ୍ୟ ଜୟନ୍ତୀ ।ବିଜେଡିର ୨୬ତମ ପ୍ରତିଷ୍ଠା ଦିବସ ପାଳନ କରାଯିବ। ଏଥିପାଇଁ ବ୍ୟାପକ ଆୟୋଜନ ହୋଇଛି। ପୁରୀରେ ବିଜେଡିର ପ୍ରତିଷ୍ଠା ଦିବସ ସମାରୋହ ପାଳିତ ହେବ। ପୁରୀ ତାଳବଣିଆରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବିଜେଡିର ଏହି ରୌପ୍ୟ ଜୟନ୍ତୀ ସମାରୋହରେ ୪୦ରୁ ୫୦ହଜାର ନେତା ଓ କର୍ମୀ ସାମିଲ ହେବେ। ଏହି ଅବସରରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ସେବାରେ ଉତ୍ସର୍ଗ ପାଇଁ ଗୁରୁମନ୍ତ୍ର ଦେବେ ବୋଲି ଜଣାପଡ଼ିଛି ।






More Stories
ଓଏଏସ୍ ସ୍ତରରେ ଅଦଳ ବଦଳ…..
ସ୍ୱତନ୍ତ୍ର ଟ୍ରେନରେ ରାଷ୍ଟ୍ରପତି ଙ୍କ ବ୍ରହ୍ମପୁର ଗସ୍ତ…..
ଭୁବନେଶ୍ୱରରେ ରାଷ୍ଟ୍ରପତି……