ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱ କପ୍ ଲାଗି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ.ଷ୍ଟାଲିନ୍ଙ୍କୁ ନିମନ୍ତ୍ରଣ କରାଯାଇଛି | ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଆଜି ଚେନ୍ନାଇଠାରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ.ଷ୍ଟାଲିନ୍ଙ୍କୁ ସାକ୍ଷାତ କରି ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି । ସେ ତାମିଲନାଡୁର କ୍ରୀଡାମନ୍ତ୍ରୀ ଉଦୟନାଥ ଷ୍ଟାଲିନ୍ଙ୍କୁ ମଧ୍ୟ ନିମନ୍ତ୍ରଣ କରିଛନ୍ତି ।






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ସାରା ରାଜ୍ୟ ଉପରେ ରହିବ ସରକାରଙ୍କ ନଜର….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..