ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବଢ଼ିଲା ଏଲ୍ପିଜି ସିଲିଣ୍ଡର ଦାମ୍। କମର୍ସିଆଲ୍ ଗ୍ୟାସ୍ ସିଲିଣ୍ଡର ଦାମ୍ ପୁଣି ଥରେ ବଢ଼ିଛି। ୧୯ କିଲୋଗ୍ରାମ ସିଲିଣ୍ଡର ପିଛା ୨୫ ଟଙ୍କା ଯାଏଁ ଦର ବୃଦ୍ଧି ହୋଇଛି। ଦର ବୃଦ୍ଧି ପରେ ରାଜଧାନୀ ଦିଲ୍ଲୀରେ ୧୯ କିଗ୍ରା ସିଲିଣ୍ଡର ପିଛା ଦାମ୍ ୧୭୨୧ ଟଙ୍କାରେ ପହଞ୍ଚିଛି। ସେପଟେ ଘରୋଇ ତଥା ୧୫ କିଗ୍ରା ସିଲିଣ୍ଡର ଦାମ୍ରେ କୌଣସି ପରିବର୍ତ୍ତନ ହୋଇନହିଁ। ଯଦିଓ ଗତ ବର୍ଷ ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୪ ଗୁଣ ବୃଦ୍ଧି କରାଯାଇଥିଲା, କିନ୍ତୁ ଜୁଲାଇ ୨୦୨୨ ପରଠାରୁ କୌଣସି ପରିବର୍ତ୍ତନ ହୋଇନାହିଁ।






More Stories
ଇଣ୍ଡୋନେସିଆରେ ବିଜୁବାବୁଙ୍କୁ ମୋଦୀଙ୍କ ପ୍ରଶଂସା…..
ରନ୍ଓ୍ବେରେ ୨ ବିମାନ ମୁହାଁମୁହିଁ…..
ବଳାତ୍କାର ପରେ ହତ୍ୟା ମାମଲା: ଅଭିଯୁକ୍ତ ଏନକାଉଣ୍ଟରରେ ନିହତ…..