ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିଶିଷ୍ଟ ସିନେ ପ୍ରଯୋଜକ ତଥା ବରିଷ୍ଠ ସାମ୍ବାଦିକ ଆଳୟ ମହାନ୍ତିଙ୍କ ପରଲୋକ ହୋଇଛି । ଭୁବନେଶ୍ବରରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି | ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ତାଙ୍କ ପ୍ରଯୋଜନାରେ ଶୂନ୍ୟସ୍ୱରୂପ ଫିଲ୍ମକୁ ଜାତୀୟ ପୁରସ୍କାର ମିଳିଥିଲା। ଭୁଲ ବୁଝିବନି ମତେ ଫିଲ୍ମରେ ସେ ପ୍ରଯୋଜନା କରିଥିଲେ। ଦୂରଦର୍ଶନରେ ମଧ୍ୟ ଅନେକ ଧାରାବାହିକରେ ପ୍ରଯୋଜନା କରିଥିଲେ।ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।
More Stories
ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ…..
ନିଜକୁ ସାମ୍ବାଦିକା କହି ଭାରତର ରୁ ତଥ୍ୟ ସଂଗ୍ରହ କରୁଥିଲେ…..
କୁବେର ମୁଖ୍ୟଯନ୍ତ୍ରୀ ଗିରଫ…..