ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ସକାଳ ୬ଟାରୁ ପକ୍ଷୀ ଗଣନା ଆରମ୍ଭ ହୋଇଥିବା ବେଳେ ଏହା ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ। ବାଲୁଗାଁ ବନଖଣ୍ଡ ଅଧିନରେ ଥିବା ଟାଙ୍ଗୀ, ବାଲୁଗାଁ, ସାତପଡା, ନୂଆପଡା ଓ ରମ୍ଭା ୫ଟି ରେଞ୍ଜରେ ପକ୍ଷୀ ଗଣନା କରାଯାଉଛି। ବନ ବିଭାଗର ୨୧ଟି ଟିମ୍ରେ ପ୍ରାୟ ଶହେରୁ ଅଧିକ କର୍ମଚାରୀ ଏହି ପକ୍ଷୀ ଗଣନା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଜଳ ଓ ସ୍ଥଳଭାଗରେ ଗଣନା ପାଇଁ ବାଇନାକୁଲାର ସହ ଜିପିଏସ୍ ଓ କ୍ୟାମେରାର ବ୍ୟବହାର କରାଯାଇଛି।






More Stories
ରାଜ୍ୟସଭା ମତଦାନ ଆରମ୍ଭ…..
ଆଜି ରାଜ୍ୟ ସଭା ଭୋଟ…..
ବିଜେଡି ପକ୍ଷରୁ ୨ ନିଲମ୍ବିତ ବିଧାୟକଙ୍କୁ ନୋଟିସ…..