ରିପୋର୍ଟ କାର୍ଡ / ଆଳି
କଟକ-ଚାନ୍ଦବାଲି ରାସ୍ତାର ଛପୋଲିଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍କୁ ହାଇଓ୍ୱା ଧକ୍କା ଦେବାରୁ ବସ୍ଟି ଭାରସାମ୍ୟ ହରାଇ ରାସ୍ତାତଳକୁ ଓଲଟି ପଡ଼ିଛି। ଦୁର୍ଘଟଣାରେ ୩୦ରୁ ଅଧିକ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତ ଯାତ୍ରୀଙ୍କୁ ଆଳି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।






More Stories
ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ପରିଚୟ ପତ୍ର ବାଧ୍ୟତାମୂଳକ…..
ରାହୁଲଙ୍କ ସମେତ ୨୫ କଂଗ୍ରେସ ଏମ୍ପିଙ୍କୁ ଗୁଳି କରିବାକୁ ଧମକ……
୩୧ଟି ନୂଆ ଜିଲ୍ଲା ପାଇଁ ସରକାରଙ୍କୁ ପ୍ରସ୍ତାବ…..