ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱର ବିଚ୍ ରାସ୍ତାରେ ମହିଳା ସବ୍ ଇନ୍ସପେକ୍ଟର ଦୁର୍ବୃତ୍ତଙ୍କ କବଳରୁ ବର୍ତ୍ତି ପାରି ନାହାନ୍ତି। ମହିଳା ଅଫିସରଙ୍କୁ ଦୁର୍ବୃତ୍ତମାନେ ଗାଡ଼ିରେ ପିଛା କରିବାରୁ ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପଶି ଯାଇଥିଲେ। ଏହାଦେଖି ଅଭିଯୁକ୍ତମାନେ ଫେରାର ହୋଇ ଯାଇଛନ୍ତି । ୨ ଦିନ ତଳେ ଏହି ଘଟଣା ଘଟିଥିବା ବେଳେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରିବାକୁ ବିଭିନ୍ନ ସ୍ଥାନର ସିସିଟିଭି ଫୁଟେଜ ଯାଞ୍ଚ କରୁଛି ପୋଲିସ






More Stories
ପ୍ରବଳ ବର୍ଷାର ସମ୍ଭାବନା…..
ଆଉ ଜଣେ IPS ଦେଲେ ଇସ୍ତଫା…..
କ୍ରାଇମ ବ୍ରାଞ୍ଚରେ ଏଫ୍ଆଇଆର୍ ହେବ:ମୁଖ୍ୟମନ୍ତ୍ରୀ…..