ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହିମାଚଳ ପ୍ରଦେଶରେ ସୁଖବିନ୍ଦର ସିଂ ସୁଖୁ ସରକାର ଗଢ଼ିବା ପରେ ୭ଜଣ ବିଧାୟକଙ୍କୁ ତାଙ୍କ ମନ୍ତ୍ରୀମଣ୍ଡଳରେ ସ୍ଥାନ ଦେଇଛନ୍ତି । ଆଜି ରାଜ ଭବନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା | ୭ଜଣ ବିଧାୟକ ମନ୍ତ୍ରୀ ଭାବେ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର |
More Stories
ପଶ୍ଚିମବଙ୍ଗରେ ଅତିରିକ୍ତ ୧୬୫ ପର୍ଯ୍ୟବେକ୍ଷ ଓ ୭୭ ପୋଲିସ ପର୍ଯ୍ୟବେକ୍ଷ ନିଯୁକ୍ତ……
ପଶ୍ଚିମବଙ୍ଗରରେ ପୁନଃ ମତଦାନ ଆରମ୍ଭ……
ଶନିବାର ପଶ୍ଚିମବଙ୍ଗରେ ହେବ ପୁନଃ ମତଦାନ…..