ରିପୋର୍ଟ କାର୍ଡ / ନୟାଗଡ଼
ନୟାଗଡ଼ ଫତେପୁରରୁ ୧ କୋଟି ରୁ ଊର୍ଦ୍ଧ୍ଵ ଟଙ୍କାର ବ୍ରାଉନ୍ସୁଗାର ଜବତ ହୋଇଛି । କ୍ରାଇମବ୍ରାଞ୍ଚର ଏସଟିଏଫ୍ ଟିମ୍ ପକ୍ଷରୁ ଚଢ଼ାଉ କରି କୋଟିଏରୁ ଊର୍ଦ୍ଧ୍ଵ ଟଙ୍କାର ଧଳାଜହର ଜବତ ହୋଇଥିବା ସୂଚନା ମିଳିଛି । ଘଟଣାରେ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଏସଟିଏଫ୍ ଟିମ ପକ୍ଷରୁ ଜୋରଦାର ତଦନ୍ତ କରାଯାଉଛି ।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..