ରିପୋର୍ଟ କାର୍ଡ / ପୁରୀ
ଆଜି ବୁଧବାର ମାଘ-କୃଷ୍ଣ ଚତୁର୍ଥୀ ତିଥି। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଶୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ସୂଚନା ଓ ସ୍ଥିରୀକୃତ ହୋଇଥିବା ନୀତି ଅନୁଯାୟୀ ଆସନ୍ତାକାଲି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ଘ.୫.୦୦ଟାରୁ ରାତି ଘ.୯.୦୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ….
୩ ଦିନ ପ୍ରବଳ ବର୍ଷା ଆଶଙ୍କା…..
ମୁଖ୍ୟମନ୍ତ୍ରୀ ୟୁନିଟ୍-ଗ୍ରୁପ୍ କମ୍ପାନୀ ସହ କରିବେ ଆଲୋଚନା…..