ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହରିୟାଣା ପାନିପଥର ବିଚପଡି ଗାଁରେ ଘଟିଛି ବଡ଼ଧରଣର ବିସ୍ଫୋରଣ | ସିଲିଣ୍ଡର ବିସ୍ଫୋରଣ ଯୋଗୁଁ ଗୋଟିଏ ପରିବାରର ୬ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ବାପା, ମା’ଙ୍କ ସହ ୨ପୁଅ ଓ ୨ଝିଅ ରହିଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ ଆଜି ସକାଳ ୭ଟା ସମୟରେ ଏହି ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣରେ ବାପା, ମା’ଙ୍କ ସହ ୨ପୁଅ ଓ ୨ଝିଅ ଜଳିଯାଇଥିଲେ । ଏନେଇ
ପୋଲିସ ଖବଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ମୃତକ ମାନେ ପଶ୍ଚିମବଙ୍ଗର ଉତ୍ତର ଦିନାଜପୁରର ବାସିନ୍ଦା ବୋଲି ଜଣାପଡ଼ିଛି ।






More Stories
ନବୀନ କରିବେ ବଡ଼ ଘୋଷଣା!…..
ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ…..
ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକା…..