ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ହତ୍ୟା ଧମକ ମିଳିଛି । ନାଗପୁର ସ୍ଥିତ ଗଡକରୀଙ୍କ କାର୍ଯ୍ୟାଳୟକୁ ଏକ ଫୋନ୍ କଲ୍ ଆସିଥିଲା । କେହି ଜଣେ ଯୁବକ ଅଫିସର ଲ୍ୟାଣ୍ଡଲାଇନ ନମ୍ବରକୁ ଫୋନ୍ କରି ଧମକ ଦେଇଥିଲେ । ତେବେ ଏହି ଧମକ ବାବଦରେ ଗଡ଼କରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନାଗପୁର ପୋଲିସ ନିକଟରେ ଅଭିଯୋଗ କରାଯାଇଛି । ଅଭିଯୋଗ ପାଇବା ପରେ ପୋଲିସ ଏହି ଘଟଣାର ତନାଘନା ଆରମ୍ଭ କରିଦେଇଛି ।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..