ଆମ ସହର ବଡ଼ ଖବର ରାଜ୍ୟ ଭିଜିଲାନ୍ସ ଜାଲରେ ବିଡ଼ିଓ….. Report Card Bureau January 17, 2023 ରିପୋର୍ଟ କାର୍ଡ / ଭୁବନେଶ୍ୱରଭିଜିଲାନ୍ସ ଜାଲରେ ଖଡିଆଳ ବିଡିଓ ନାରାୟଣ ସାହୁଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଉଥିବା ଜଣାପଡିଛି | ନୂଆପଡ଼ା ଓ ବଲାଙ୍ଗୀର ସମେତ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଥିଛି ।Post navigationPrevious ବସ୍ ଧର୍ମଘଟ ସ୍ଥଗିତ…..Next ବିଜେପି ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ଦଳୀୟ ରଣନୀତି ପ୍ରସ୍ତୁତ…..Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories ରାଜ୍ୟ ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ….. July 14, 2026 Report Card Bureau ରାଜ୍ୟ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା….. July 14, 2026 Report Card Bureau 1 min read ରାଜ୍ୟ ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ July 14, 2026 Report Card Bureau
More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ