ରିପୋର୍ଟ କାର୍ଡ / ଭୁବନେଶ୍ୱର
କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ନେତା ସତ୍ୟପ୍ରକାଶ ନାୟକ| ଆଜି ଶ୍ରୀ ନାୟକ ନିଜର ଇସ୍ତଫାପତ୍ରକୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି। ଇସ୍ତଫାପତ୍ରରେ ସେ ଲେଖିଛନ୍ତି ଯେ, ‘‘ପରିବର୍ତ୍ତନ କଠିନ। କିନ୍ତୁ ଯେଉଁଠି ଆପଣ ଓ ଆପଣଙ୍କ ମୂଲ୍ୟବୋଧକୁ ଅଣଦେଖା କରାଯାଏ, ସେଠାରେ ରହିବା ମଧ୍ୟ କଷ୍ଟକର। କୋହଭରା ହୃଦୟରେ ମୁଁ କଂଗ୍ରେସରୁ ଇସ୍ତଫା ଦେଉଛି’’।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..