ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ଆଳି ନିକଟରେ ଯାତ୍ରୀବାହୀ ବସ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଥିବା ବେଳେ କାହାର ମୃତ୍ୟୁ ହୋଇ ନଥିବା ସୂଚନା ମିଳିଛି। ଚାନ୍ଦବାଲିରୁ ୪୦ ଜଣ ଶ୍ରମିକକୁ ନେଇ ଆସୁଥିବା ଏହି ବସ ଭାରସମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା | ସୂଚନାମୁତାବକ କଟକ-ଚାନ୍ଦବାଲି ରାସ୍ତା ଗଞ୍ଜା ଗାଁ ନିକଟରେ ଏହି ବସ ଦୁର୍ଘଟଣା ହୋଇଛି । ସମସ୍ତ ଆହତ ମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି |






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….