ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମହିଳା ରେସଲରଙ୍କୁ ଯୌନ ନିର୍ଯାତନା ଓ ପୁରୁଷ ରେସଲଙ୍କୁ ମାଡ଼ ମାରିବା ଭଳି ସାଂଘାତିକ ଅଭିଯୋଗରେ ଭାରତୀୟ କୁସ୍ତି ମହାସଂଘର ସଭାପତି ବ୍ରିଜ ଭୂଷଣ ଶରନ ସିଂହ ୨୨ ତାରିଖରେ ଇସ୍ତଫା ଦେଇ ପାରନ୍ତି। ଭିନେଶ ଫୋଗଟ, ବଜରଙ୍ଗ ପୁନିଆଙ୍କ ଭଳି ପଦକ ବିଜେତା ରେସରଲମାନେ ୧୮ ଜାନୁଆରୀରୁ ଦିଲ୍ଲୀର ଯନ୍ତରମନ୍ତର ଠାରେ ବ୍ରିଜ ଭୂଷଣ ଓ କୁସ୍ତି ମହାସଂଘ ବିରୋଧରେ ବିକ୍ଷୋଭ କରୁଛନ୍ତି। ବ୍ରିଜ ଭୂଷଣ ସମସ୍ତ ଅଭିଯୋଗକୁ ଖଣ୍ଡନ କରିଥିଲେ ମଧ୍ୟ କ୍ରୀଡ଼ା ମନ୍ତ୍ରଣାଳୟ ସଂଘକୁ କାରଣ ଦର୍ଶାଅ ନୋଟିସ ଜାରି କରିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….