ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୧୫୬ ଗ୍ରାମ ସୁନାରେ ନିର୍ମାଣ ହୋଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିମୂର୍ତ୍ତି। ଗୁଜରାଟ ସୁରତରେ ଜଣେ ସୁନା ବ୍ୟବସାୟୀ ବସନ୍ତ ବୋରାଙ୍କ କମ୍ପାନିରେ ଏହାକୁ ତିଆରି କରାଯାଇଛି । ୩ ଇଞ୍ଚ୍ ଚଉଡ଼ା, ସାଢ଼େ ୪ ଇଞ୍ଚ୍ ଲମ୍ବ ଏହି ପ୍ରତିମୂର୍ତ୍ତିକୁ ତିଆରି କରିବାକୁ ଲାଗିଛି ୩ ମାସର ସମୟ ।ମୋଦିଙ୍କ ଏହି ପ୍ରତିମୂର୍ତ୍ତି ୧୮ କ୍ୟାରେଟ୍ ସୁନାରେ ତିଆରି ହୋଇଛି | ଆଖି, ନାକ, କାନ ଏମିତିକି ମୋଦିଙ୍କ ଚଷମା ଓ ଦାଢ଼ିକୁ ବି ଅବିକଳ କରିଛନ୍ତି ୧୫ଜଣ କାରିଗର । ଏହି ମୂର୍ତ୍ତିର ଦାମ ୧୧ ଲକ୍ଷ ଟଙ୍କା ରଖାଯାଇଛି ।






More Stories
ଇରାନକୁ ଟ୍ରମ୍ପଙ୍କ ଚେତାବନୀ…..
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….