ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆସନ୍ତାକାଲିଠୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନର ଶୁଭାରମ୍ଭ ହେବ । ଦିଲ୍ଲୀରୁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ରେନର ଶୁଭାରମ୍ଭ କରିବେ । ୮ ଦିନର ଯାତ୍ରାରେ ୪ ରାଜ୍ୟର ପ୍ରସିଦ୍ଧ ତୀର୍ଥ ସ୍ଥାନ ଦେଇ ଏହି ଟ୍ରେନ୍ ଯାତ୍ରା କରିବ । ଉତ୍ତରପ୍ରଦେଶ, ବିହାର, ଝାଡ଼ଖଣ୍ଡ ଓ ଓଡ଼ିଶାରେ ଏହି ଟ୍ରେନ୍ ଯାତ୍ରା କରିବ । ଦିଲ୍ଲୀର ସଫଦରଗଞ୍ଜ ଷ୍ଟେସନରୁ ଏହାର ଶୁଭାରମ୍ଭ ହେବାକୁ ଥିବା ବେଳେ ବାରଣାସୀରେ ଏହାର ପ୍ରଥମ ଷ୍ଟପେଜ ହୋଇଥିବା କୁହାଯାଇଛି ।






More Stories
ଜିତିଲେ ପ୍ରଶାନ୍ତ କିଶୋର…..
ବିମାନ ଦୁର୍ଘଟଣା;୧୩ ମୃତ…..
ବିକ୍ଷୋଭକାରୀଙ୍କ ଉପରୁ ମାମଲା ହଟାଇବାକୁ ଦାବି କଲେ ଅଭିଜିତ୍…..