ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍ ଯୋଗେ କହିଛନ୍ତି, ସାଧାରଣତନ୍ତ୍ର ଦିବସ ପାଇଁ ଅନେକ ଅନେକ ଶୁଭେଚ୍ଛା । ଏଥର ଏହି ଉତ୍ସବ ମଧ୍ୟ ସ୍ବତନ୍ତ୍ରସ୍, କାରଣ ଆମେ ଏହାକୁ ସ୍ବାଧୀନତାର ଅମୃତ ମହୋତ୍ସବ ସମୟରେ ପାଳନ କରୁଛୁ। ଦେଶର ମହାନ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ଆମେ ମିଳିତ ଭାବରେ ଆଗକୁ ବଢିବାକୁ ଚାହୁଁଛୁ।






More Stories
ପୁଣିଥରେ ହେବ ମତଦାନ…..
ପଶ୍ଚିମବଙ୍ଗରୁ ବହିଷ୍କାର ହେବେ ଆଇପିଏସ୍ ଅଧିକାରୀ ଅଜୟ ପାଲ ଶର୍ମା…..
ଆଜି ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ…..