ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ହେଉଛି ପବିତ୍ର ମାଘ ସପ୍ତମୀ | ଏହି ଅବସରରେ ଆଜିଠାରୁ ଖଣ୍ଡଗିରି ମେଳା ଅନୁଷ୍ଠିତ ହେଉଛି । ଏଥିପାଇଁ ଦେଶ ତଥା ରାଜ୍ୟର ଦୂରଦୂରାନ୍ତରୁ ସାଧୁସନ୍ଥମାନେ ଖଣ୍ଡଗିରିରେ ଆସି ପହଞ୍ଚିଛନ୍ତି । ଧୂନୀ ସ୍ଥାପନ କରି, ଦୀପ ଜଳାଇ ସାଧୁ ସନ୍ଥମାନେ ଧ୍ୟାନ ମଗ୍ନ ଅଛନ୍ତି । ବିଭିନ୍ନ ସ୍ଥାନରୁ ନାଗା ସାଧୁମାନେ ମଧ୍ୟ ଆସି ପହଞ୍ଚିବାରେ ଲାଗିଛନ୍ତି। ଅଖଣ୍ଡ ନାମ ଯଜ୍ଞରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ ହୋଇ ଉଠିଛି। ୧୦ଦିନ ଧରି ଅନୁଷ୍ଠିତ ହେଉଥିବା ଏହି ମେଳା ସକାଶେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି ।






More Stories
ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ…..
ତାତିରୁ ମିଳିବ ମୁକ୍ତି,ଆସୁଛି ବର୍ଷା…..
ଗୋଟିଏ ଟ୍ରାକ୍ ରେ ୨ ଟ୍ରେନ୍ ମୁହାଁମୁହିଁ…..