ରିପୋର୍ଟ କାର୍ଡ / କେନ୍ଦୁଝର
କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ବସନ୍ତପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ ଓ ପିକ୍ଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ପରିଚୟ ମିଳିନାହିଁ। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତାହତ ସମସ୍ତେ କେନ୍ଦୁଝର ଜିଲ୍ଲାର ସାନକମଣ୍ଡର ଗାଁର ବୋଲି ଜଣାଯାଇଛି।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..