ରିପୋର୍ଟ କାର୍ଡ / କଟକ
ବିଶିଷ୍ଟ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ପରଲୋକ ହୋଇଛି। ଆଜି ମଧ୍ୟାହ୍ନ ସମୟରେ କଟକ ସ୍ଥିତ ବାସଭବନରେସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି | ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ୨୦୦୮ରୁ ୨୦୧୦ ଯାଏ ଓଡ଼ିଶା ସାହିତ୍ୟ ଏକାଡେମିର ସଭାପତି ଦାୟିତ୍ବ ନିର୍ବାହ କରିଥିଲେ।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..