ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତା ୨୧ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବି | ଏପ୍ରିଲ୍ ୬ ଯାଏଁ ଚାଲିବ ଅଧିବେଶନ | ଏହା ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରି ୨୧ରୁ ମାର୍ଚ୍ଚ ୨ ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ଚାଲିବ। ପୁଣି ମାର୍ଚ୍ଚ ୧୦ ତାରିଖରୁ ଏପ୍ରିଏ ୬ ତାରିଖ ଯାଏ ଦ୍ବିତୀୟ ପର୍ଯ୍ୟାୟ ଚାଲିବ। ୨୭ ତାରିଖରେ ଉପସ୍ଥାପିତ ହେବ ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ୍। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍ ଉପସ୍ଥାପନ କରିବେ।






More Stories
ପଥର ଖୋଲରୁ ନାବାଳକ ଉଦ୍ଧାର…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ…..
ଜନଗଣନା ଡ୍ୟୁଟି କରିବେ ଘରୋଇ ସ୍କୁଲ ଶିକ୍ଷକ…..