ରିପୋର୍ଟ କାର୍ଡ / ମୟୂରଭଞ୍ଜ
ଏକ ବସ୍କୁ ହାଇୱାକୁ ପଛପଟୁ ଧକ୍କା ଦେବାରୁ ୨୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ବସ୍ରେ ୪୦ ଜଣ ଯାତ୍ରୀ ଥିଲେ। ଏଭଳି ଦୁର୍ଘଟଣ ଘଟିଛି ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର କରଞ୍ଜିଆ ଗ୍ରୀଡ଼ ନିକଟରେ | ସମସ୍ତ ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତ ଯାତ୍ରୀମାନଙ୍କ ମଧ୍ୟରେ ୫ଜଣ ଅବସ୍ଥା ଗୁରୁତର ରହିଛି।ପୋଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..