ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଚଳଚ୍ଚିତ୍ର ନିର୍ମାତା ନିର୍ମାତା ନାଜିମ ହସନ ରିଜଭିଙ୍କ ପରଲୋକ ହୋଇଛି | ସଲମାନ ଖାନଙ୍କ ଫିଲ୍ମ ‘ଚୋରି ଚୋରି ଚୁପ୍କେ ଚୁପ୍କେ’ ଓ ‘ଅଣ୍ଡର ଟ୍ରାୟଲ’ ଆଦି ସୁପରହିଟ୍ ଚଳଚ୍ଚିତ୍ର ନିର୍ମାଣ କରିଥିଲେ ନାଜିମ ହସନ| ସୋମବାର ରାତିରେ ସେ କୋକିଲାବେନ ହସ୍ପିଟାଲରେ ଚିକିିତ୍ସିତ ଅବସ୍ଥାରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । ଏହି ଖବର ପ୍ରକାଶ ପାଇବା ପରେ ବଲିଉଡ଼ରେ ଶୋକ ଛାୟା ଖେଳିଯାଇଛି। ମିଳିଥିବା ସୂଚନା ମୁତାବକ, ଉତ୍ତରପ୍ରଦେଶ ସ୍ଥିତ ପୈତୃକ ଘରେ ନାଜିମଙ୍କ ଅନ୍ତିମ ସଂସ୍କାର କରାଯିବ।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..