ରିପୋର୍ଟ କାର୍ଡ / କଟକ
୨୦୨୧ ଓଡିଶା ପୋଲିସ ସବ୍ ଇନ୍ସପେକ୍ଟର ନିଯୁକ୍ତି ସମ୍ପର୍କିତ ବିଜ୍ଞପ୍ତି ଉପରେ ଅନ୍ତରୀଣ ରହିତାଦେଶ ଦେଲେ ଓଡିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ୨୦୨୧ ମସିହା ଜୁନ୍ ୨୨ ତାରିଖର ବିଜ୍ଞପ୍ତି ଉପରେ କୌଣସି ପଦକ୍ଷେପ ଗ୍ରହଣକୁ ବାରଣ କରିଛନ୍ତି। ସର୍ବାଧିକ ବୟସ ସୀମା ବୃଦ୍ଧି ସମ୍ପର୍କିତ ୨୦୨୨ ମସିହା ଜାନୁଆରୀ ୧୫ ତାରିଖର ବିଜ୍ଞପ୍ତିକୁ କାହିଁକି ରଦ୍ଧ କରାନଯିବ, ସେନେଇ ଜବାବ ଦେବାକୁ ସରକାରଙ୍କୁ ନୋଟିସ କରିଛନ୍ତି କୋର୍ଟ। ଆସନ୍ତା ମାର୍ଚ୍ଚ ୯ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବା ନେଇ ସମୟ ଧାର୍ଯ୍ୟ ହୋଇଛି |






More Stories
କଂଗ୍ରେସ ଛାଡିଲେ ଜୟରାମ…..
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
୧୬ରେ ରାଜ୍ୟସଭା ନିର୍ବାଚନ…..