ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଠାରୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ଵାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା। ସକାଳ ସାଢେ଼ ୧୦ଟାରୁ ଦିନ ସାଢେ଼ ଗୋଟାଏ ଯାଏ ପରୀକ୍ଷା ହେବ। ପରୀକ୍ଷାର୍ଥୀ ମାନେ ୧୦ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବେ। ଦଶମ ପରୀକ୍ଷା ୨୧ ମାର୍ଚ୍ଚ ଯାଏ ଓ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ଏପ୍ରିଲ ୫ଯାଏ ଚାଲିବ। କୋଭିଡର ଦୁଇ ବର୍ଷ ପରେ ସ୍ୱାଭାବିକ ପରିସ୍ଥିତିରେ ପୂର୍ବ ପରି ଶତ ପ୍ରତିଶତ ସିଲାବସ୍ ରେ ପିଲାମାନେ ପରୀକ୍ଷା ଦେବେ।






More Stories
ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ…..
ତାତିରୁ ମିଳିବ ମୁକ୍ତି,ଆସୁଛି ବର୍ଷା…..
ଗୋଟିଏ ଟ୍ରାକ୍ ରେ ୨ ଟ୍ରେନ୍ ମୁହାଁମୁହିଁ…..