ରିପୋର୍ଟ କାର୍ଡ / କୋରାପୁଟ
କୋରାପୁଟ ଜିଲ୍ଲା ସୁକୁ ବ୍ରିଜ଼ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ଛଅଟି ବଗି ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । କିରଣ୍ଡୁଲରୁ ବିଶାଖାପାଟଣା ଯାଉଥିବା ବେଳେ ହେଲା ଏହି ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଉଭୟପଟୁ ବିଶାଖାପାଟଣା-ଜଗଦଲପୁର ପାସେଞ୍ଜର ଟ୍ରେନ ବାତିଲ ହୋଇଥିବାର ସୂଚନା ମିଳିଛି।
More Stories
ପ୍ରବଳ ବର୍ଷାର ସମ୍ଭାବନା…..
ଆଉ ଜଣେ IPS ଦେଲେ ଇସ୍ତଫା…..
କ୍ରାଇମ ବ୍ରାଞ୍ଚରେ ଏଫ୍ଆଇଆର୍ ହେବ:ମୁଖ୍ୟମନ୍ତ୍ରୀ…..