ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ହେଉଛି ପବିତ୍ର ମହାଶିବରାତ୍ରି | ଚଳଚଂଚଳ ହୋଇଉଠିଛି ପ୍ରତ୍ୟେକ ଶୈବପୀଠ | ମହାଦେବଙ୍କ ଦର୍ଶନ ଓ ଜଳଲାଗି କରିବା ପାଇଁ ସବୁ ସ୍ଥାନରେ ଥିବା ଶିବମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ସବୁଠି ବ୍ୟାପକ ବ୍ୟବସ୍ଥା ହୋଇଛି। ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ମହାଦୀପ ଉଠିବାକୁ ସ୍ଥିର ହୋଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ୩୨ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି।






More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..