ରିପୋର୍ଟ କାର୍ଡ / ରାୟପୁର
ଛତିଶଗଡର ଭାଟାପାରାର ଗ୍ରାମ ଖମରିଆ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି | ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି | ଏକ ଟ୍ରକ ଓ ପିକଅପ୍ ମଧ୍ୟରେ ଗୁରୁବାର ବିଳମ୍ବିତ ରାତିରେ ଧକ୍କା ହୋଇଥିଲା । ଆହତଙ୍କୁ ଉଦ୍ଧାର କରାଯାଇ ଭାଟାପାରାର ବଲୋଦା ବଜାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….