ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ତୁର୍କୀ ଓ ସିରିଆ ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୫୦ ହଜାର ଅତିକ୍ରମ କରିଛି। ତୁର୍କୀରେ ୪୪,୨୧୮ ଓ ସିରିଆରେ ୫,୯୧୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସେହିପରି ତୁର୍କୀରେ ପ୍ରାୟ ୨ ଲକ୍ଷ କୋଠା କ୍ଷତିଗ୍ରସ୍ତ ହୋଇଛି। ଏହାସହ ଦେଢ ଲକ୍ଷ ଲୋକେ ବାସହରା ହୋଇଛନ୍ତି। ଫେବ୍ରୁଆରୀରେ ୬ରେ ଏହି ୨ଟି ଦେଶରେ ଶକ୍ତିଶାଳୀ ଭୂକମ୍ପ ଅନୁଭବ ହୋଇଥିଲା।






More Stories
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……
ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି……