ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରୁଷ-ୟୁକ୍ରେନ ମଧ୍ୟରେ ଶାନ୍ତି ପ୍ରତିଷ୍ଠା ପାଇଁ ଯେକୌଣସି ଶାନ୍ତି ପ୍ରକ୍ରିୟାରେ ଭାରତ ସହଯୋଗ କରିବାକୁ ପ୍ରସ୍ତୁତ।
ଜର୍ମାନ ଚାନସେଲର ଓଲାଫ ସ୍କୋଲଜଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀ କୁ ସମ୍ବୋଧିତ କରିବାବେଳେ ଦୁଇ ଦେଶ ଯୁଦ୍ଧ ଉପରେ ନିଜ ମତକୁ ଦୋହରାଇ ଏଭଳି କହିଛନ୍ତି | ତେବେ ଭାରତ ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ଏହି ବିବାଦର ସମାଧାନ ପାଇଁ ଭାରତ ଗୁରୁତ୍ୱାରୋପ କରିଛି। ଏହା ସହିତ ସୁରକ୍ଷା ଏବଂ ପ୍ରତିରକ୍ଷା ସହଯୋଗ ଆମର ରଣନୀତିକ ଭାଗିଦାରୀର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ହୋଇପାରେ ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି। ଶୁକ୍ରବାର ମିଳିତ ଜାତିସଂଘରେ ରୁଷ-ୟୁକ୍ରେନ ଯୁଦ୍ଧ ସମ୍ପର୍କିତ ବୈଠକରେ ଭାରତ ଅନୁପସ୍ଥିତ ରହିବା ପରେ ପ୍ରଧାନମନ୍ତ୍ରି ଏହି କଥା କହିଛନ୍ତି।






More Stories
ଆଫଗାନିସ୍ତାନରେ ବୋମା ମାଡ଼ କଲା ପାକ୍……
ମମତା ଙ୍କ ଘରେ ସିଆଇଡ଼ି ଚଢ଼ାଉ…..
ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ କଳଙ୍କ ନୁହେଁ…..