ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୁଣି ଥରେ ଦେଶର ଧନୀ ବ୍ୟକ୍ତି ସ୍ଥାନ ହାସଲ କରିଛନ୍ତି ଟେସ୍ଲାର ସିଇଓ ତଥା ଟ୍ବିଟର୍ର ମାଲିକ ଏଲନ୍ ମସ୍କ। ବ୍ଲୁମବର୍ଗ ରିପୋର୍ଟରୁ ଜଣାପଡ଼ିଛି ଯେ ୨୦୨୨ ମସିହାରେ ମସ୍କ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତିଙ୍କ ଆସନ ହରାଇ ବସିଥିଲେ। ଟେସ୍ଲାର ସେୟାର ହ୍ରାସ ପାଇଥିବାରୁ ମସ୍କଙ୍କ ସଂପତ୍ତି ବି ହ୍ରାସ ପାଇଥିଲା। ଫଳରେ ସେ ଆଉ ବିଶ୍ବର ଏକ ନମ୍ବର ଧନୀ ବ୍ୟକ୍ତି ହୋଇ ରହି ପାରିନଥିଲେ। ତାଙ୍କ ସ୍ଥାନ ଅଧିକାର କରିଥିଲେ ଲୁଇସ୍ ଭୁଇଟନ୍ର ସିଇଓ ବର୍ଣ୍ଣାଡ ଆର୍ନଲ୍ଟ। ଯାହାବି ହେଉ, ପ୍ରାୟ ୨ ବର୍ଷ ପରେ ମସ୍କ ପୁଣି ଥରେ ତାଙ୍କ ସ୍ଥିତି ଦୃଢ଼ କରିଛନ୍ତି। ଆଉ ଥରେ ବିଶ୍ବର ପ୍ରଥମ ଧନୀ ଆସନ ଅଧିକାର କରି ନିଜକୁ ପ୍ରମାଣିତ କରିଛନ୍ତି।






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..
ମୋହସିନା କିଦୱାଇଙ୍କ ପରଲୋକ…..