ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କିଡ୍ନୀ ଜନୀତ ରୋଗରେ ଆକ୍ରାନ୍ତ ହୋଇ ଚେନ୍ନାଇର ଆପୋଲ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସାନ ଭାଇ ପ୍ରହଲ୍ଲାଦ ମୋଦୀ। ମୋଦୀଙ୍କ ବାପା ଦାମଦୋରଦାସ ମୁଲଚାନ୍ଦ ମୋଦୀ ଓ ତାଙ୍କ ପତ୍ନୀ ହିରାବେନ୍ଙ୍କର ପ୍ରହଲ୍ଲାଦ ହେଉଛନ୍ତି ପଞ୍ଚମ ସନ୍ତାନ। ସେ ଗୁଜୁରାଟର ଅହମ୍ମଦାବାଦରେ ଏକ ତେଜରାତି ଦୋକାନ ଓ ଟାୟାର୍ ସୋ ରୁମ୍ ଚଳାଉଛନ୍ତି। ଗତବର୍ଷ ଡିସେମ୍ବର ୨୭ ତାରିଖରେ ପ୍ରହଲ୍ଲାଦ ମୋଦୀ କର୍ଣ୍ଣାଟକ ମୈସୁର ନିକଟରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ।






More Stories
ଆଫଗାନିସ୍ତାନରେ ବୋମା ମାଡ଼ କଲା ପାକ୍……
ମମତା ଙ୍କ ଘରେ ସିଆଇଡ଼ି ଚଢ଼ାଉ…..
ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ କଳଙ୍କ ନୁହେଁ…..