ରିପୋର୍ଟ କାର୍ଡ / ଭୁବନେଶ୍ବର
ତାତିରୁ ମିଳିବ ଅସ୍ବସ୍ତି | ବର୍ଷାରେ ଭିଜିବ ହୋଲି। ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ମଙ୍ଗଳବାରଠାରୁ ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ସୂଚନା ମିଳିଛି। ଆସନ୍ତା ୭, ୮ ଏବଂ ୯ ତାରିଖ ପର୍ଯ୍ୟନ୍ତ ଆକାଶ ମେଘାଚ୍ଛନ୍ନ ରହିବା ସହ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶାର ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..