ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦ୍ବିତୀୟ ଥର ପାଇଁ ମେଘାଳୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଏନପିପି ମୁଖ୍ୟ କୋନରାଡ ସାଙ୍ଗମା | ରାଜ୍ୟରେ ସରକାର ଗଠନ କରିଛନ୍ତି ଏନପିପି ମୁଖ୍ୟ କୋନରାଡ ସାଙ୍ଗମା । ଆଜି କୋନରାଡ ସାଙ୍ଗମାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଫାଗୁ ଚୌହାନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଛନ୍ତି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଶପଥ ଗ୍ରହଣ ସମାରୋହରେ ସାମିଲ ହୋଇଛନ୍ତି ।






More Stories
ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନମ ୱାଙ୍ଗଚୁକ…..
ଶାନ୍ତିପୂର୍ଣ୍ଣ ପ୍ରତିବାଦ ପ୍ରତ୍ୟେକ ନାଗରିକଙ୍କ ଅଧିକାର, ଲାଠିଚାର୍ଜ ଠିକ୍ ନୁହେଁ’…..
ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା !…..