ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଅରୁଣାଞ୍ଚଳପ୍ରଦେଶରେ ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ମୁତାବକ, ଏହି ଦୁର୍ଘଟଣା ମଣ୍ଡାଲା ପାହାଡ଼ ନିକଟରେ ଘଟିଛି। ପାଇଲଟ୍ ଘଟଣାସ୍ଥଳରୁ ନିଖୋଜ ଥିବା ବେଳେ ତାଙ୍କୁ ଖୋଜିବା ପାଇଁ ସେନା ପକ୍ଷରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି।
More Stories
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……
ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି……