ରିପୋର୍ଟ କାର୍ଡ / ଭୁବନେଶ୍ୱର
ତିନି ଦିନ ଧରି ଚାଲିଥିବା ଆନ୍ଦୋଳନକୁ ପ୍ରାତ୍ୟାହାର କରିଛି ଡ୍ରାଇଭର ମହାସଂଘ । ଏନେଇ ସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲୀ ସୂଚନା ଦେଇଛନ୍ତି । ୩ ମାସ ପାଇଁ ଆନ୍ଦୋଳନ ସ୍ଥଗିତ ରଖିଥିବା ଜଣାପଡିଛି | ତେଣୁ ଲୋକଙ୍କ ଅସୁବିଧା ଓ ସରକାରଙ୍କ ପ୍ରତିଶ୍ରୁତିକୁ ଦେଖି ଆନ୍ଦୋଳନ ସ୍ଥଗିତ ରଖାଯାଇଛି। ଦାବି ପୂରଣ ନେଇ ସରକାର ୯୦ ଦିନ ସମୟ ନେଇଛନ୍ତି। ୯୦ରୁ ୯୧ ଦିନ ହେଲେ ଆମେ ଆନ୍ଦୋଳନକୁ ପୁଣି ଓହ୍ଲାଇବୁ। ଲକ୍ଷ ଲକ୍ଷ ଡ୍ରାଇଭର ନବୀନ ନିବାସ ଯିବେ ଓ ସମୂହ ଆତ୍ମାହୁତି ଦେବେ।






More Stories
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
୨୩ ଜିଲ୍ଲା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା…..