ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମାଟ୍ରିକ ପରୀକ୍ଷା ସରିବା ପରେ ଛାତ୍ରଛାତ୍ରୀଙ୍କୁ ଧରି ଫେରୁଥିବା ଏକ ଅଟୋ ଦୁର୍ଘଟଣାର ହୋଇଛି। ରାସ୍ତା ପାର୍ ହୋଇଥିବା ଜଣେ ବୃଦ୍ଧାଙ୍କୁ ବଞ୍ଚାଇବାକୁ ଯାଇ ଏହି ଦୁର୍ଘଟଣା ଘଟିଛି। ଏଥିରେ ୫ ଛାତ୍ରଛାତ୍ରୀଙ୍କ ସମେତ ବୃଦ୍ଧାଜଣକ ବି ଗୁରୁତର ହୋଇଛନ୍ତି। ଏପରି ଦୁର୍ଘଟଣା ଆଜି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅଧୀନ ପାଟଣା ଛକ ନିକଟରେ ଘଟିଛି। ସେଥିରେ ଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୪ ଛାତ୍ରୀ ଓ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ସମସ୍ତଙ୍କୁ ମେଡିକାଲରେ ଭର୍ତ୍ତି କରିଛନ୍ତି । ଏନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାଯାଇଛି |






More Stories
କଂଗ୍ରେସ ଛାଡିଲେ ଜୟରାମ…..
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ବାଛୁରୀ ପାଟିରେ ଫୁଟିଛି ବାରୁଦ…..