ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଗଭର୍ଣ୍ଣର ଅଫ୍ ଦି ଇଅର ପୁରସ୍କାର ପାଇଥିବା ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। କହିଛନ୍ତି କି ଶକ୍ତିକାନ୍ତଙ୍କୁ ଏହି ପୁରସ୍କାର ମିଳିବା ଦେଶ ପାଇଁ ଅତ୍ୟନ୍ତ ଗୌରବର ବିଷୟ । କରୋନା ମହାମାରୀ ଓ ରୁଷ୍-ୟୁକ୍ରେନ୍ ଯୁଦ୍ଧ ଓ ଦରଦାମ୍ ସ୍ଥିତିର ସଫଳ ମୁକାବିଲା କରିଥିବାରୁ ସେଣ୍ଟ୍ରାଲ୍ ବ୍ୟାଙ୍କିଙ୍ଗ୍ ପକ୍ଷରୁ ଶକ୍ତିକାନ୍ତଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ୨୦୧୫ରେ ରଘୁରାମ ରାଜନଙ୍କୁ ଏହି ପୁରସ୍କାର ମିଳିଥିଲା।






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..
ମୋହସିନା କିଦୱାଇଙ୍କ ପରଲୋକ…..