ରିପୋର୍ଟ କାର୍ଡ / ଭୁବନେଶ୍ବର
ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ ହେଲେ ରାଜ୍ୟ ସଭାପତି। ସେ ସମୀର ମହାନ୍ତିଙ୍କ ସ୍ଥାନରେ ଏହି ଦାୟିତ୍ବ ନିର୍ବାହ କରିବେ। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ମନମୋହନ ସାମଲଙ୍କୁ ରାଜ୍ୟ ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି। ସେ ୨୦୦୪ ମସିହାରେ ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।






More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..