ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସ୍ତରରେ ଅଦଳ ବଦଳ କରିଛନ୍ତି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବରେ ନିକୁଞ୍ଜ ବିହାରୀ ଧଳକୁ ନିଯୁକ୍ତି ପ୍ରଦାନ କରାଯାଇଛି । ୧୯୯୩ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ଶ୍ରୀ ଧଳ ସ୍ୱତନ୍ତ୍ର ରିଲିଫ ଆୟୁକ୍ତ ଏବଂ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ (ଓସ୍ଡମା)ର ପରିଚାଳନା ନିର୍ଦେଶକ ଭାବରେ କାର୍ଯ୍ୟ କରୁଥିଲେ। ତାଙ୍କର ନୂତନ ନିଯୁକ୍ତି ପରେ ଓସ୍ଡମାର ପରିଚାଳନା ନିର୍ଦେଶକ ଦାୟିତ୍ୱ ଜ୍ଞାନରଞ୍ଜନ ଦାସଙ୍କୁ ପ୍ରଦାନ କରାଯାଇଛି। ସେହିଭଳି ସୁଶୀଲ କୁମାର ଲୋହାନୀଙ୍କୁ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଭାବରେ ନିଯୁକ୍ତି ଦିଆଯାଇଛି।






More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..