ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅପରାହ୍ଣରେ ଜାପାନ ଗସ୍ତକରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଗସ୍ତକାଳରେ ‘ମେକ ଇନ୍ ଓଡ଼ିଶା’ ପାଇଁ ସେ ଜାପାନର ନିବେଶକଙ୍କୁ ନିମନ୍ତ୍ରଣ କରିବେ । ଜାପାନର ପ୍ରମୁଖ ଶିଳ୍ପପତିମାନଙ୍କୁ ଭେଟି ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଅନୁରୋଧ କରିବେ। ଏପ୍ରିଲ ୫, ୬, ୭ ଓ ୮ରେ ପୁଞ୍ଜିନିବେଶ ସମ୍ମିଳନୀ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ ଓ ବରିଷ୍ଠ ଅଧିକାରୀ ଜାପାନ ଗସ୍ତରେ ଯାଉଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..