ରିପୋର୍ଟ କାର୍ଡ / ମୟୂରଭଞ୍ଜ
ମୟୂରଭଞ୍ଜର ରାଇରଙ୍ଗପୁରକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବାମନଘାଟି ସବଡିଭିଜନ ବନ୍ଦ ଡାକରା ଦିଆଯାଇଥିବା ଜଣାପଡିଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟଳ ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ପାଳନ ହେବ। ଏହି ବନ୍ଦ ଡାକରା ଯୋଗୁଁ ଦୋକାନ, ବଜାର ବନ୍ଦ ରହିବା ସହ ଗାଡ଼ି ଚଳାଚଳ ପ୍ରଭାବିତ ହେଉଛି । ରାଇରଙ୍ଗପୁର ମ୍ୟୁନିସିପାଲଟି ସହ ୭ଟି ବ୍ଲକରେ ବନ୍ଦ ପାଳନ ହେଉଛି । ସମସ୍ତ ସରକାରୀ, ବେସରକାରୀ ଅଫିସ ଓ ଗାଡ଼ି ଚଳାଚଳ ବନ୍ଦ ହୋଇଛି |






More Stories
ଓଡ଼ିଶାକୁ ମିଳିବ ବଡ଼ ଫାଇଦା…..
କିନ୍ନରଙ୍କୁ ହତ୍ୟା ଘଟଣା:ଅଭିଯୁକ୍ତକୁ ଗିରଫ ଦାବିରେ ରାସ୍ତାରେ ବସିଲେ କିନ୍ନର…..
ବଦଳିବ ମିଶନ ଶକ୍ତି ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍…..