ରିପୋର୍ଟ କାର୍ଡ / ଭୁବନେଶ୍ୱର
ଝାରସୁଗୁଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ତରୁଣ ପାଣ୍ଡେଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି | ଉଲ୍ଲେଖ ଥାଉ କି ପ୍ରଦେଶ କଂଗ୍ରେସ କମିଟିର ୫ ଜଣିଆ ଟିମ୍ ଝାରସୁଗୁଡ଼ା ଗସ୍ତ କରି ଦଳୀୟ ପ୍ରାର୍ଥିତ୍ବ ନେଇ କର୍ମୀ ଓ ନେତାଙ୍କ ସହ ବିଚାରବିମର୍ଶ କରିଥିଲେ। ମେ ୧୦ ତାରିଖରେ ହେବାକୁ ଥିବା ଏହି ଉପନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ।






More Stories
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..
କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..