ରିପୋର୍ଟ କାର୍ଡ / ଭୁବନେଶ୍ବର
ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ | ଆଜି ୟାପଲ୍ଲୀ ଥାନା ମାମଲାରେ ଅର୍ଚ୍ଚନାଙ୍କୁ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ। ସର୍ତ୍ତ ରହିଛିକି ଅର୍ଚ୍ଚନା ତଦନ୍ତରେ ସହଯୋଗ କରିବେ ଓ ବାହାରକୁ ନଯିବାକୁ ମାନ୍ୟବର କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି |
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..