ରିପୋର୍ଟ କାର୍ଡ / ଝାରସୁଗୁଡ଼ା
ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସମଗ୍ର ନିର୍ବାଚନ ମଣ୍ଡଳୀରେ ରାଜନୈତିକ ମାହୋଲ ସରଗରମ ରହିଛି। ଆଜିଠାରୁ ଝାରସୁଗୁଡାରେ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଆଜି କଂଗ୍ରେସ ପକ୍ଷରୁ ତରୁଣ ପାଣ୍ଡେ ନିଜର ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାଯାଇଛି। ଏହି ପ୍ରାର୍ଥୀପତ୍ର ଦାଖଲ ସମୟରେ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ସୁର ରାଉତରାୟ, ରାଜନ ଏକ୍କା, ଅଧିରାଜ ପାଣିଗ୍ରାହୀ ଓ ସନ୍ତୋଷ ସିଂ ସାଲୁଜା ଓ ନିକଟରେ କଂଗ୍ରେସରେ ଯୋଗ ଦେଇଥିବା ବିଜୟ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..