ରିପୋର୍ଟ କାର୍ଡ / ଭୁବନେଶ୍ୱର
ଝାରସୁଗୁଡା ବିଧାନସଭା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ପ୍ରାର୍ଥୀପତ୍ର ଦାଖଲ କରିବେ। ଦିପାଳୀଙ୍କ ପଣ୍ଡିତଙ୍କ ମତ ଅନୁସାରେ ଶୁଭ ମୁହୂର୍ତ୍ତ ଦିନ ୧୨ଟାରୁ ଦେଢଟା ମଧ୍ୟରେ ଭରିବେ ନାମାଙ୍କନ ପତ୍ର। ବିଜେଡିର ପର୍ଯ୍ୟବେକ୍ଷକ ପ୍ରସନ୍ନ ଆଚାର୍ଯ୍ୟ, ଦେବୀମିଶ୍ର, ଶାରଦା ନାଏକ,ବିଧାୟକ ପ୍ରତାପ ଜେନା,ଅଳକା ମହାନ୍ତି, ସ୍ନେହାଙ୍ଗିନୀ ଛୁରିଆଙ୍କ ସହ ଅନେକ ମନ୍ତ୍ରୀ ଓ ବିଧାୟକ ଶୋଭାଯାତ୍ରାରେ ଯାଇ ଉପଜିଲ୍ଲାପାଳଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିବେ। ଗତକାଲି ବିଜେପି ପ୍ରାର୍ଥୀ ଟଂକଧର ତ୍ରିପାଠୀ ପ୍ରାର୍ଥୀ ପତ୍ର ଦାଖଲ କରିଥିବା ବେଳେ ଗତ ୧୫ ତାରିଖରେ କଂଗ୍ରେସ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।






More Stories
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..
ଦୁଷ୍କର୍ମ ଅଭିଯୋଗରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍…..