ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆଜି ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାକେ ବସିବ ଏହି ବୈଠକ । ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର । ଖବର ଅନୁଯାୟୀ, ସୋମବାର ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍ର ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢେ ୫ଟାରେ କ୍ୟାବିନେଟ୍ ବୈଠକ ବସିବ । ଏଥିରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି।






More Stories
ନବୀନ କରିବେ ବଡ଼ ଘୋଷଣା!…..
ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ…..
ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକା…..