ରିପୋର୍ଟ କାର୍ଡ / ଭୁବନେଶ୍ୱର
ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନରେ ୯ ଜଣ ପ୍ରାର୍ଥୀ ପ୍ରତିନ୍ଦ୍ବନ୍ଦ୍ବିତା କରିବେ। ଏଥିଲାଗି ସମୁଦାୟ ୧୦ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ | ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ଥିବାବେଳେ ଜଣେ ପ୍ରାର୍ଥୀ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି | ଭୁବନେଶ୍ୱର ଗର୍ତିଆ ନାମକ ଜଣେ ପ୍ରାର୍ଥୀ ତାଙ୍କର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେବାରୁ ଉପନିର୍ବାଚନ ମଇଦାନରେ ୯ ଜଣ ପ୍ରାର୍ଥୀ ରହିଛନ୍ତି।






More Stories
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..
କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..